ନୟାଗଡ଼ ଏମଭିଆଇ ପଞ୍ଚାନନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ପୈତୃକ ଘର ସମେତ ୭ଟି ଜାଗାରେ ଛାନଭିନ୍ ।

473

କନକ ବ୍ୟୁରୋ: ନୟାଗଡ଼ ଏମଭିଆଇ ପଞ୍ଚାନନ ବେହେରାଙ୍କ ଘରେ ଭିଜିଲାନ୍ସ । ନିଶ୍ଚିତକୋଇଲି ବାଲିଅପଦା ସ୍ଥିତ ଘର ସମେତ ୭ଟି ଜାଗାରେ ଚାଲିଛି ଚଢ଼ାଉ । ୫ଜଣିଆ ଟିମ୍ ଛାନଭିନ କରୁଥିବା ସୂଚନା ରହିଛି । ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ସକାଳୁ ସକାଳୁ ରେଡ ଜାରି ରହିଛି ।