ଜଳଯୋଗାଣ ବିଭାଗର ଅତିରିକ୍ତ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍

Advertisment
ଜଳଯୋଗାଣ ବିଭାଗର ଅତିରିକ୍ତ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍

କନକ ବ୍ୟୁରୋ : ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ଼ । ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଜଳ ଯୋଗାଣ ବିଭାଗର ଅତିରିକ୍ତ ଯନ୍ତ୍ରୀ କୃଷ୍ଣଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି । କୃ୍ଷ୍ଣଚନ୍ଦ୍ରଙ୍କ ବାସଭବନ, ସରକାରୀ କାର୍ଯ୍ୟାଳୟରେ କଳାହାଣ୍ଡି ଓ କୋରାପୁଟ ଭିଜିଲାନ୍ସ ବିଭାଗର ୩ଟି ସ୍ୱତନ୍ତ୍ର ଟିମ୍ ଚଢ଼ାଉ କରିଛି । ରେଡ୍ ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର, ବ୍ୟାଙ୍କ ପାସବୁକ୍ ଏବଂ ପୁଳା ପୁଳା ଟଙ୍କା ଭିଜିଲାନ୍ସ ଜବତ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe