ଭିଜିଲାନ୍ସ ଜାଲରେ ସମଲେଶ୍ୱରୀ ଦୁଗ୍ଧ ସଂଘର ଡେପୁଟୀ ମ୍ୟାନେଜର : ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସର ରେଡ୍

Advertisment
ଭିଜିଲାନ୍ସ ଜାଲରେ ସମଲେଶ୍ୱରୀ ଦୁଗ୍ଧ ସଂଘର ଡେପୁଟୀ ମ୍ୟାନେଜର  : ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସର ରେଡ୍

କନକ ବ୍ୟୁରୋ : ଭିଜିଲାନ୍ସ ଜାଲରେ ସମଲେଶ୍ୱରୀ ଦୁଗ୍ଧ ସଂଘର ଡେପୁଟୀ ମ୍ୟାନେଜର । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ କିଶୋର ନାୟକଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ । ଏକକାଳୀନ ୪ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ । ସମ୍ବଲପୁର ଘର ଓ ଅଫିସ୍ ସମେତ ପୁରୀ ସ୍ଥିତ ପୈତୃକ ଘର ଏବଂ ଭୁବନେଶ୍ୱରରେ ଥିବା ଘରେ ଏକକାଳୀନ ଚଢାଉ କରାଯାଉଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe