କନକ ବ୍ୟୁରୋ : ଭିଜିଲାନ୍ସ ଜାଲରେ ଅଧିକ୍ଷଣ ଯନ୍ତ୍ରୀ । ବାଲେଶ୍ବର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ପ୍ରଭାସ ପ୍ରଧାନଙ୍କ ଘରେ ଭିଜିଲାନ୍ସ ରେଡ କରିଛି । ତାଙ୍କ ଘର ଓ ସରକାରୀ କ୍ବାର୍ଟରରେ ଭିଜିଲାନ୍ସ ଚଢ଼ଉ ଜାରି ରଖିଛି । ୯ଜଣିଆ ଟିମ୍ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି । ଜଳେଶ୍ବର ସ୍ଥିତ ପୈତୃକ ଘର, ବାଲେଶ୍ବର ସ୍ଥିତ କାର୍ୟ୍ୟାଳୟ ଓ ସରକାରୀ ବାସଭବନରେ ଚଢ଼ଉ ଜାରି ରହିଛି । ଚଢ଼ଉ ବେଳେ ନଗଦ ୧୧ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ ।
ବାଲେଶ୍ୱର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ । ନଗଦ ୧୧ ଲକ୍ଷ ଟଙ୍କା ଜବତ
/kanak/media/post_attachments/wp-content/uploads/2024/08/8-1.jpg)