କୋରାପୁଟରେ ଭିକେ ପାଣ୍ଡିଆନ୍ । ଜିଲ୍ଲାର ବିଭିନ୍ନ ସ୍ଥାନରେ ଜନସଭାକୁ କରିବେ ସମ୍ବୋଧନ ।

159

କନକ ବ୍ୟୁରୋ: କୋରାପୁଟ ଗସ୍ତରେ ଭି.କେ ପାଣ୍ଡିଆନ୍ । ଜିଲ୍ଲାର ବିଭିନ୍ନ ସ୍ଥାନରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଥମେ ସେମିଳିଗୁଡ଼ାରେ ପହଞ୍ଚିଛନ୍ତି ପାଣ୍ଡିଆନ୍ । ସେଠାରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରିବେ । ସେମିଳିଗୁଡ଼ା ପରେ ଲକ୍ଷ୍ମୀପୁର ଗସ୍ତ କରିବେ । ସେଠାରେ ମଧ୍ୟ ଜନସଭାରେ ଉଦବୋଧନ ଦେବେ । ଏହାପରେ ଅପରାହ୍ଣ ୩ଟାରେ ବିଷମକଟକରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି ।