କନକ ନ୍ୟୁଜ୍: ୪ ଟି ରାଜ୍ୟର ଲୋକସଭା ଆସନ ପାଇଁ ହୋଇଥିବା ଭୋଟ ଗଣତି ଚାଲିଛି । ସବୁଠି ପାଖାପାଖି ବିଜେପି ଓ କଂଗ୍ରେସ ମଧ୍ୟରେ ଛକାପଂଝା ଚାଲିଥିବା ଦେଖିବାକୁ ମିଳୁଛି ।

Advertisment

ଏବେଯାଏଁ ହୋଇଥିବା ଭୋଟ ଗଣତି ଅନୁସାରେ ରାଜସ୍ଥାନରେ ବିଜେପି ଓ କଂଗ୍ରେସ ମଧ୍ୟରେ ଚାଲିଛି କଡା ଟକ୍କର । ସେହିପରି ମଧ୍ୟପ୍ରଦେଶରେ ବିଜେପି ଆଗୁଆ ଚାଲିଛି । ଛତିଶଗଡରେ କିନ୍ତୁ କଂଗ୍ରେସ ଆଗୁଆ ରହିଛି । ଅନ୍ୟପଟେ ତେଲେଙ୍ଗାନାରେ ବିଆରଏସର କାର ପଛରେ ପଡିଯାଇଛି । ଏଠାରେ କଂଗ୍ରେସ ଆଗୁଆ ରହିଛି ।