War Update : ପାକିସ୍ତାନ ଉପରେ ଭାରତର ଆକ୍ରମଣ

Advertisment

ଭାରତୀୟ ସେନାର ସୂଚନା ଅନୁସାରେ, ପାକିସ୍ତାନ ସେନାର କୌଣସି ଶିବିର ଉପରେ ଆକମ୍ରଣ କରାଯାଇ ନାହିଁ

ଭାରତୀୟ ସେନାର ସୂଚନା ଅନୁସାରେ, ପାକିସ୍ତାନ ସେନାର କୌଣସି ଶିବିର ଉପରେ ଆକମ୍ରଣ କରାଯାଇ ନାହିଁ

India Pakistan War

India Pakistan War Photograph: (kanak News)

କନକ ବ୍ୟୁରୋ: ମଧ୍ଯ ରାତିରେ ‘ଅପରେସନ ସିନ୍ଦୂର’ ଆରମ୍ଭ କଲା ଭାରତୀୟ ସେନା । ପାକ୍ ଅଧିକୃତ କାଶ୍ମୀର PoK ର ୯ଟି ଆତଙ୍କୀ ଶିବିର ଉପରେ ଆରମ୍ଭ ହେଲା ଆକ୍ରମଣ । ଭାରତୀୟ ସେନାର ସୂଚନା ଅନୁସାରେ, ପାକିସ୍ତାନ ସେନାର କୌଣସି ଶିବିର ଉପରେ ଆକମ୍ରଣ କରାଯାଇ ନାହିଁ । ପହଲଗାମ ଆତଙ୍କବାଦୀ ଆକ୍ରମଣ ବିରୋଧରେ ଭାରତ ନେଲା ପଦକ୍ଷେପ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe