ଆଗାମୀ ୩ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ଚେତାବନୀ । ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ।

Advertisment
ଆଗାମୀ ୩ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ଚେତାବନୀ । ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ।

କନକ ବ୍ୟୁରୋ: ଆଗାମୀ ୩ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ଚେତାବନୀ । ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ନୟାଗଡ଼, କନ୍ଧମାଳ, ନୂଆପଡ଼ା, ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମାଲକାନଗିରି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ରାୟଗଡ଼ା ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ଘର ନବାହାରି ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe