କନକ ବ୍ୟୁରୋ : ଘନୀଭୂତ ହେଉଛି ଲଘୁଚାପ । ପ୍ରଭାବରେ ୭୨ ଘଂଟା ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ ଓଡିଶାରେ ମଧ୍ୟ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଏହି ସମୟରେ ପବନର ବେଗ ୪୫ରୁ ୫୫ କିଲୋମିଟର ରହିପାରେ । ଏଥିପାଇ ସତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ବାରଣ କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2016/09/vlcsnap-2016-09-24-09h07m49s919.png)