ୱେଲ ମାର୍କରେ ପରିଣତ ହେଲା ଲଘୁଚାପ : ୭୨ ଘଂଟା ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷ ସମ୍ଭାବନା

21

କନକ ବ୍ୟୁରୋ : ଘନୀଭୂତ ହେଉଛି ଲଘୁଚାପ । ପ୍ରଭାବରେ ୭୨ ଘଂଟା ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ ଓଡିଶାରେ ମଧ୍ୟ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଏହି ସମୟରେ ପବନର ବେଗ ୪୫ରୁ ୫୫ କିଲୋମିଟର ରହିପାରେ । ଏଥିପାଇ ସତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ବାରଣ କରାଯାଇଛି ।