ବର୍ଷ ଆରମ୍ଭରୁ ଲଘୁଚାପ: ଆଗାମୀ ୨୪ ଘଣ୍ଟାରେ ଆହୁରି ହେବ ସ୍ପଷ୍ଟ

Advertisment

ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ । ଆଗାମୀ ୨୪ ଘଣ୍ଟା ଭିତରେ ଆହୁରି ଘନିଭୂତ ହେବା ସମ୍ଭାବନା । ଗତକାଲି ସନ୍ଧ୍ୟାରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ପୂର୍ବ ବିଷୁବରେଖା ନିକଟସ୍ଥ ଭାରତ ମହାସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ଭିତରେ ଏହା ଆହୁରି ସ୍ପଷ୍ଟ ହେବ । 

low-pressure

low-pressure Photograph: (Kanak News)

କନକ ବ୍ୟୁରୋ: ବର୍ଷ ଆରମ୍ଭରୁ ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ । ଆଗାମୀ ୨୪ ଘଣ୍ଟା ଭିତରେ ଆହୁରି ଘନିଭୂତ ହେବା ସମ୍ଭାବନା । ଗତକାଲି ସନ୍ଧ୍ୟାରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ପୂର୍ବ ବିଷୁବରେଖା ନିକଟସ୍ଥ ଭାରତ ମହାସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ଭିତରେ ଏହା ଆହୁରି ସ୍ପଷ୍ଟ ହେବ । 

ବାଲାଂଦେଶରେ ପୁଣି ହିନ୍ଦୁଙ୍କୁ ହତ୍ୟା: ଗ୍ରୋସରୀ ଦୋକାନୀଙ୍କୁ ହାଣିଦେଲେ ହିଂସାକାରୀ

ତେବେ ଲଘୁଚାପ ପ୍ରଭାବରେ ଆଗାମୀ ଦିନରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା କରାଯାଉଛି । ଗୋଟିଏ ପଟେ ରାଜ୍ୟରେ ଜାରି ରହିଛି ଶୀତ ଲହରି । ଉପକୂଳରୁ ଦକ୍ଷିଣ ଓଡ଼ିଶା, ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହେଉଛି । ଏହାରି ଭିତରେ ଯଦି ଲଘୁଚାପ ଜନିତ ବର୍ଷା ଆରମ୍ଭ ହୋଇଯାଏ, ତେବେ ସାଧାରଣ ଜୀବନଯାତ୍ରା ପ୍ରଭାବିତ । ସେପଟେ ଅମଳ ପରେ ଏବେ ମଣ୍ଡିରେ ପଡ଼ିଛି ଧାନ । ତ ଆଉ କେଉଁଠି ଖଳାରେ ଧାନ ରଖିଛନ୍ତି ଚାଷୀ । ଏହି ସମୟରେ ବର୍ଷା ଆଶଙ୍କା ଚାଷୀଙ୍କ ଚିନ୍ତା ବଢ଼ାଇଦେଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe