ଓଜନ କମାଇବ କଞ୍ଚା କଦଳୀ
Photo Credit : Kanak News
କଞ୍ଚା କଦଳୀରେ ପ୍ରଚୁର ପରିମାଣର ପୋଟାସିୟମ ଥାଏ ଯାହା ଶରୀରରେ ରୋଗ ପ୍ରତିରୋଧକ କ୍ଷମତାକୁ ବଢାଇବାରେ ସାହାଯ୍ୟ କରେ ।
Photo Credit : google
ଓଜନ ହ୍ରାସ କରିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କୁ ପ୍ରତିଦିନ ଗୋଟିଏ କଦଳୀ ଖାଇବା ପାଇଁ ଉପଦେଶ ଦିଆଯାଏ । କଞ୍ଚା କଦଳୀରେ ଭରପୁର ମାତ୍ରାରେ ଫାଇବର ଥାଏ, ଯାହା ଅନାବଶ୍ୟକ ମେଦକୁ ଦୂର କରିବାରେ ସାହାଯ୍ୟ କରିଥାଏ ।
Photo Credit : google
କଞ୍ଚା କଦଳୀରେ ଫାଇବର ଓ ସ୍ୱାସ୍ଥ୍ୟକର ଷ୍ଟାର୍ଚ ଥାଏ । ଯଦି ଆପଣ କୋଷ୍ଠକାଠିନ୍ୟ ରୋଗରେ ପୀଡିତ ଅଛନ୍ତି ତେବେ କଞ୍ଚା କଦଳୀ ଖାଇଲେ ଆପଣ ଏହି ସମସ୍ୟାରୁ ରକ୍ଷା ପାଇପାରିବେ ।
Photo Credit : google
ନିୟମିତ ଭାବେ କଞ୍ଚା କଦଳୀ ସେବନ କଲେ ପାଚନ କ୍ରିୟା ମଧ୍ୟ ଭଲ ରହେ ।
Photo Credit : google
କର୍କଟ ରୋଗୀଙ୍କୁ କଞ୍ଚା କଦଳୀ ଖାଇବାକୁ ଦିଆଯାଏ । କଞ୍ଚା କଦଳୀରେ ମହଜୁଦ କ୍ୟାଲସିୟମ ହାଡକୁ ଶକ୍ତ କରିବାରେ ମଧ୍ୟ ସହାୟକ ହୋଇଥାଏ ।
Photo Credit : google