ରାତିରେ ଫଳ ଖାଇବା ଶରୀର ପାଇଁ କେତେ ଫଳପ୍ରଦ ?
ଫଳ ସେବନ କରିବା ସ୍ୱାସ୍ଥ୍ୟ ପାଇଁ ହିତକର ହୋଇଥାଏ । ଏଥିରେ ପ୍ରଚୁର ପରିମାଣରେ ଭିଟାମିନ, ମିନେରାଲସ ଓ ପୌଷ୍ଟିକ ତତ୍ତ୍ୱ ରହିଥାଏ । ଯାହା ଶରୀରକୁ ସୁସ୍ଥ ତଥା ନିରୋଗ ରଖେ । କିନ୍ତୁ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ଫଳକୁ ଠିକ ସମୟରେ ଖାଇବା ଦ୍ୱାରା ଲାଭ ମିଳୁଥିବା ବେଳେ ଅସମୟରେ ଖାଇଲେ ଏହା ନକରାତ୍ମକ ପ୍ରଭାବ ପକାଇଥାଏ ।