ପଶ୍ଚିମବଙ୍ଗରେ ଇଡି ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ । ଗାଡିକୁ ଚାରିପଟୁ ଘେରି ଇଡି ଅଧିକାରୀଙ୍କୁ ନିସ୍ତୁକ ପିଟିଲେ ଗ୍ରାମବାସୀ

ପଶ୍ଚିମବଙ୍ଗରେ ଇଡି ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ । ଗାଡିକୁ ଚାରିପଟୁ ଘେରି ଇଡି ଅଧିକାରୀଙ୍କୁ ନିସ୍ତୁକ ପିଟିଲେ ଗ୍ରାମବାସୀ

କନକ ବ୍ୟୁରୋ : ପଶ୍ଚିମବଙ୍ଗ ୨୪ ପ୍ରଗଣାରୁ ଆସିଛି ଅଭାବନୀୟ ଘଟଣା । ଟିଏମସି ନେତାଙ୍କ ଘରକୁ ଚଢ଼ାଉ ପାଇଁ ଯାଉଥିବା ସମୟରେ ଇଡି ଅଧିକାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ କରାଯାଇଛି । ଅଧିକାରୀ ଓ ସୁରକ୍ଷାକର୍ମୀଙ୍କୁ ପ୍ରାୟ ୨ଶହ ଗ୍ରାମବାସୀ ଚାରିପଟୁ ଘେରିବା ସହ ନିସ୍ତୁକ ମାଡ ମାରିଥିବା ଜଣାପଡିଛି । ଘଟଣାର ଏନଆଇଏ ତଦନ୍ତ ଦାବି କରି ଗୃହମନ୍ତ୍ରାଳୟକୁ ଚିଠି ଲେଖିଛି ପଶ୍ଚିମବଙ୍ଗ ପ୍ରଦେଶ ବିଜେପି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe