ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଦିନ ୧୧ଟାରେ ଗୃହକାର୍ଯ୍ୟ ଆରମ୍ଭ ହେବ । ଅଧିବେଶନ ପ୍ରାରମ୍ଭରେ ୩ ଜଣ ଦିବଂଗତ ବିଧାୟକ ଓ ୩ ଜଣ ସହିଦଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଗତ କରିବେ ।
Kanak News is now on WhatsApp
Join and get latest news updates delivered to you via WhatsApp
ଅଧିବେଶନରେ ମୋଟ୍ ୩ ଟି ଗୁରୁତ୍ୱପୂର୍ଣ୍ଣ ବିଲ୍ ଆସିବାର ସମ୍ଭାବନା ରହିଛି । ଆଜି ଅର୍ଥମନ୍ତ୍ରୀ ପ୍ରଦୀପ ଅମାତ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ । ଡିସେମ୍ବର ୩୧ ଯାଏ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ ୨୪ ଟି କାର୍ଯ୍ୟଦିବସ ରହିଛି ।