କନକ ବ୍ୟୁରୋ: ନଭେମ୍ବର ୨୪ରୁ ରାଜ୍ୟ ବିଧାନସଭାର ଶୀତ ଅଧିବେଶନ । ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଚଳିତ ଅଧିବେଶନ ନଭେମ୍ବର ୨୪ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ । ଷୋଡଶ ବିଧାନସଭାର ୧୧ ତମ ଅଧିବେଶନ ପାଇଁ ଏହି ଘୋଷଣା କରାଯାଇଛି । ଏହି ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟଦିବସ ରହିଛି ।ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି । ଏଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ ଆସିବାର ସମ୍ଭାବନା ରହିଛି । publive-image

Advertisment