ଦକ୍ଷିଣ ଭାରତରେ ବର୍ଷା ବିତ୍ପାତ, ଆନ୍ଧ୍ର ଓ ତେଲେଙ୍ଗାନାର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ।

Advertisment

ବଙ୍ଗୋପସାଗରରେ ଅବପାତ ପ୍ରଭାବରେ ଦକ୍ଷିଣ ଭାରତରେ ବର୍ଷା ବିତ୍ପାତ। ଲଗାଣ ବର୍ଷା କାରଣରୁ ଆନ୍ଧ୍ରପ୍ରଦେଶର ବିଜୟୱାଡା ସମେତ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି

ବଙ୍ଗୋପସାଗରରେ ଅବପାତ ପ୍ରଭାବରେ ଦକ୍ଷିଣ ଭାରତରେ ବର୍ଷା ବିତ୍ପାତ। ଲଗାଣ ବର୍ଷା କାରଣରୁ ଆନ୍ଧ୍ରପ୍ରଦେଶର ବିଜୟୱାଡା ସମେତ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି

rain

କନକ ବ୍ୟୁରୋ: ବଙ୍ଗୋପସାଗରରେ ଅବପାତ ପ୍ରଭାବରେ ଦକ୍ଷିଣ ଭାରତରେ ବର୍ଷା ବିତ୍ପାତ। ଲଗାଣ ବର୍ଷା କାରଣରୁ ଆନ୍ଧ୍ରପ୍ରଦେଶର ବିଜୟୱାଡା ସମେତ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଜନବସତି, ବିଲବାଡ଼ି, ରାସ୍ତା ଘାଟ ଜଳମୟ ହୋଇଛି। ଲଗାଣ ବର୍ଷା ଯୋଗୁ ଆନ୍ଧ୍ର ପ୍ରଦେଶ ଓ ତେଲଙ୍ଗାନାର ୧୧୦ଟି ଗାଁ ପାଣି ଘେରରେ ରହିଛି।

ପ୍ରଶାସନ ପକ୍ଷରୁ ଲୋକଙ୍କୁ  ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି। ଲଗାଣ ବର୍ଷା କାରଣରୁ ତେଲେଙ୍ଗାନାରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି। କେତେକେ ସ୍ଥାନରେ ଭୁସ୍ଖଳନ ହୋଇଥିବା ବେଳେ ଗମନାଗମନ ବ୍ୟବସ୍ଥା ମଧ୍ୟ ବାଧାପ୍ରାପ୍ତ ହୋଇଛି। ବନ୍ୟାଜଳର ପ୍ରଖର ସ୍ରୋତରେ ରେଳ ଧାରଣା ଧୋଇ ହୋଇଯାଇଥିବା ଚିତ୍ର ମଧ୍ୟ ସାମ୍ନାକୁ ଆସିଛି। ରେଳ ବିଭାଗର ଅଧିକାରୀମାନେ ଘଟଣାସ୍ଥଳରେ ପହଁଚି ସ୍ଥିତି ପରଖିଛନ୍ତି

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe