କନକ ବ୍ୟୁରୋ : ଦେଶର ଅର୍ଥନୀତି ପାଇଁ ଆସିଛି ଖରାପ ଖବର। ଭାରତର ଜିଡିପି ଅଭିବୃଦ୍ଧି ହ୍ରାସ ପାଇଛି। ଗତ ପାଞ୍ଚ ତ୍ରୈମାସିକ ତୁଳନାରେ ଭାରତର ଜିଡିପି ଅଭିବୃଦ୍ଧି ସର୍ବନିମ୍ନ ହୋଇଛି। ଏପ୍ରିଲ୍-ଜୁନ୍ ୨୦୨୪ ତ୍ରୈମାସରେ ଭାରତର ଜିଡିପି ଅଭିବୃଦ୍ଧି ୬ ଦଶମିକ ୭ ପ୍ରତିଶତ କୁ ହ୍ରାସ ପାଇଛି।
ଗତ ଆର୍ଥିକ ବର୍ଷର ସମାନ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ୭ ଦଶମିକ ୮ ପ୍ରତିଶତ ଥିଲା। ତେବେ ଭାରତୀୟ ରିଜର୍ଭ ବ୍ୟାଙ୍କ ୭ ଦଶମିକ ୨ ପ୍ରତିଶତ ଅଭିବୃଦ୍ଧି ଆକଳନ କରିଥିଲା ଯାହା ଭୁଲ ପ୍ରମାଣିତ ହୋଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)
/kanak/media/media_files/iuEOhfFJHow74acxUUPD.jpg)