ଦିଲ୍ଲୀରେ ଆତଙ୍କବାଦୀଙ୍କ ବିସ୍ଫୋରଣ ଯୋଜନା ପଣ୍ଡ; ଆଇଏସ୍‌ଆଇଏସ୍‌ର ୨ ଆତଙ୍କୀ ଗିରଫ

ଆଇଇଡି ବିସ୍ଫୋରଣ ପାଇଁ ଏହି ଦୁଇ ଆତଙ୍କବାଦୀ ଯୋଜନା କରୁଥିଲେ । ଦିଲ୍ଲୀର ଜନଗହଳିପୂର୍ଣ୍ଣ ଅଞ୍ଚଳ ଏମାନଙ୍କ ଟାର୍ଗେଟ୍‌ରେ ଥିଲା । ଗୁଇନ୍ଦା ଓ ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ଟିମ୍‌ର ମିଳିତ ସହଯୋଗରେ ଦୁଇ ଜଣ ଆତଙ୍କବାଦୀ ଗିରଫ ହୋଇଛନ୍ତି ।

IED blast

IED blast Photograph: (Kanak News)

କନକ ବ୍ୟୁରୋ : ଦିଲ୍ଲୀରେ ବଡ଼ ବିସ୍ଫୋରଣ ଯୋଜନା ପଣ୍ଡ । ଦୁଇ ଜଣ ଆତଙ୍କବାଦୀଙ୍କୁ ଗିରଫ କଲା ପୋଲିସ । ଦିଲ୍ଲୀର ଜଣେ ଓ ମଧ୍ୟପ୍ରଦେଶର ଜଣେ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି । ଆଇଇଡି ବିସ୍ଫୋରଣ ପାଇଁ ଏହି ଦୁଇ ଆତଙ୍କବାଦୀ ଯୋଜନା କରୁଥିଲେ । ଦିଲ୍ଲୀର ଜନଗହଳିପୂର୍ଣ୍ଣ ଅଞ୍ଚଳ ଏମାନଙ୍କ ଟାର୍ଗେଟ୍‌ରେ ଥିଲା । ଗୁଇନ୍ଦା ଓ ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ଟିମ୍‌ର ମିଳିତ ସହଯୋଗରେ ଦୁଇ ଜଣ ଆତଙ୍କବାଦୀ ଗିରଫ ହୋଇଛନ୍ତି । ଏମାନଙ୍କ ଠାରୁ ଅସ୍ତ୍ରଶସ୍ତ୍ର ଓ ଗୁଳି ଜବତ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe