କନକ ବ୍ୟୁରୋ : ମିଜୋରାମରେ ଯୋଡ଼ି ହେଲା ନୂଆ ଇତିହାସ । ପ୍ରଥମ ଥର ପାଇଁ ଗଡ଼ିଲା ଟ୍ରେନ୍ । ତିନୋଟି ଟ୍ରେନ୍ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ । କିଛି ସମୟ ପରେ ମଣିପୁର ଗସ୍ତ କରିବେ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ୫ ଟି ରାଜ୍ୟ ଗସ୍ତରେ ଅଛନ୍ତି । ସେ ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତରେ ରହିବେ । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ହଜାର ହଜାର କୋଟି ଟଙ୍କାର ଅନେକ ବିକାଶ ପ୍ରକଳ୍ପର ଉଦଘାଟନ କରିବେ ଏବଂ ସାଧାରଣ ସଭାକୁ ମଧ୍ୟ ସମ୍ବୋଧିତ କରିବେ ।
ମିଜୋରାମରେ ଯୋଡ଼ି ହେଲା ନୂଆ ଇତିହାସ; ପ୍ରଥମ ଥର ପାଇଁ ଗଡ଼ିଲା ଟ୍ରେନ୍
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ୫ ଟି ରାଜ୍ୟ ଗସ୍ତରେ ଅଛନ୍ତି । ସେ ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତରେ ରହିବେ ।
/kanak/media/media_files/2025/09/13/narendra-modi-2025-09-13-12-21-00.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)