ମିଜୋରାମରେ ଯୋଡ଼ି ହେଲା ନୂଆ ଇତିହାସ; ପ୍ରଥମ ଥର ପାଇଁ ଗଡ଼ିଲା ଟ୍ରେନ୍

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ୫ ଟି ରାଜ୍ୟ ଗସ୍ତରେ ଅଛନ୍ତି । ସେ ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତରେ ରହିବେ ।

narendra-modi

Photograph: (Kanak News)

କନକ ବ୍ୟୁରୋ : ମିଜୋରାମରେ ଯୋଡ଼ି ହେଲା ନୂଆ ଇତିହାସ । ପ୍ରଥମ ଥର ପାଇଁ ଗଡ଼ିଲା ଟ୍ରେନ୍ । ତିନୋଟି ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ । କିଛି ସମୟ ପରେ ମଣିପୁର ଗସ୍ତ କରିବେ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ୫ ଟି ରାଜ୍ୟ ଗସ୍ତରେ ଅଛନ୍ତି । ସେ ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତରେ ରହିବେ । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ହଜାର ହଜାର କୋଟି ଟଙ୍କାର ଅନେକ ବିକାଶ ପ୍ରକଳ୍ପର ଉଦଘାଟନ କରିବେ ଏବଂ ସାଧାରଣ ସଭାକୁ ମଧ୍ୟ ସମ୍ବୋଧିତ କରିବେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe