କନକ ବ୍ୟୁରୋ : କେରଳ ୱାୟନାଡ଼ ସଂସଦୀୟ କ୍ଷେତ୍ରରୁ ଲଢ଼ିବେ ପ୍ରିୟଙ୍କା ଗାନ୍ଧୀ । ରାହୁଲ ଗାନ୍ଧୀଙ୍କ ଇସ୍ତଫା ପରେ ହେବାକୁ ଯାଉଛି ଉପନିର୍ବାଚନ । ନଭେମ୍ବର ୧୩ ରେ ଉପନିର୍ବାଚନ ପାଇଁ ପଡ଼ିବ ଭୋଟ । AICC ପକ୍ଷରୁ ପ୍ରିୟଙ୍କାଙ୍କ ନାଁ ଘୋଷଣା କରାଯାଇଛି ।
ୱାୟନାଡ ଆସନରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ ଉପନିର୍ବାଚନ ହେଉଛି । ତେବେ ଏହି ଆସନରୁ କିଏ ଲଢ଼ିବେ ବୋଲି ଚର୍ଚ୍ଚା ହେଉଥିବା ବେଳେ ଏଥିରେ ପୂର୍ଣ୍ଣଚ୍ଛେଦ ପକାଇଛି ଏଆଇସିସି । ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରାର୍ଥୀ ଭାବେ ନାଁ ଘୋଷଣା କରିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)
/kanak/media/media_files/yGjLy6kHZfXIX1AaTjDT.jpg)