ଯୋଗ ଦିବସ ପାଳନ କଲାନି ବିଜେଡି : ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ଧର୍ମେନ୍ଦ୍ର

26

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ଅନ୍ତର୍ଜାତୀୟ ଯୋଗ ଦିବସକୁ ନେଇ ବିଜେଡି ସମାଲୋଚନାର ଜବାବ ରଖିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସାରା ବିଶ୍ୱ ଯୋଗକୁ ଆପଣେଇ ନେଇଥିବା ବେଳେ ରାଜ୍ୟ ସରକାର ପାଳନ ନକରିବା ନିନ୍ଦନୀୟ ଓ ଦୁର୍ଭାଗ୍ୟଜନକ । ସରକାରୀ ସ୍ତରରେ ଯୋଗ ଦିବସ ପାଳନ କରିବା ବାଧ୍ୟତାମୂଳକ ନୁହେଁ ବୋଲି ବିଜେଡି କହିଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.