କନକ ବ୍ୟୁରୋ: ଖୁବଶୀଘ୍ର ବାଣୀବିହାରରେ ପୁଣି କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ । କୌଣସି କାରଣ ପାଇଁ ଦୀର୍ଘଦିନ ହେବ ବନ୍ଦ ରହିଛି ବିଭାଗ । ସାରା ବିଶ୍ୱ ଏବେ ଯୋଗକୁ ଗୁରୁତ୍ୱ ଦେଉଥିବାରୁ ପୁଣିଥରେ ବାଣୀବିହାରରେ ଯୋଗ ବିଭାଗ କାର୍ଯ୍ୟକ୍ଷମ ହେବା ନେଇ ସୂଚନା ଦେଇଛନ୍ତି କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା ପରେ ଖୁବଶୀଘ୍ର ନିଷ୍ପତ୍ତିି ନିଆଯିବ ବୋଲି କହିଛନ୍ତି ସୂରଜ ।
ଖୁବ ଶୀଘ୍ର ବାଣୀବିହାର ବିଶ୍ୱବିଦ୍ୟାଳୟରେ କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ; ଯୋଗ ଦିବସରେ କ୍ରୀଡାମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀଙ୍କ ଘୋଷଣା
/kanak/media/post_attachments/wp-content/uploads/2024/06/22-25.jpg)