ଭୁବନେଶ୍ୱର ନାକା ଗେଟ ନିକଟରୁ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର । ହତ୍ୟା ସନ୍ଦେହ ।

491

କନକ ବ୍ୟୁରୋ: ଭୁବନେଶ୍ୱର ନାକା ଗେଟ୍ ନିକଟରୁ ମିଳିଛି ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ । ମୃତକଙ୍କ ପରିଚୟ ମିଳିପାରିନାହିଁ । ତେବେ ଯେଉଁ ପରିସ୍ଥିତିରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଭରତପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।