କନକ ବ୍ୟୁରୋ: ଦେଶରେ କରୋନା ବିରୋଧରେ ଲଢେଇ ଆରମ୍ଭ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟ ମେଗା ଟିକାକରଣ ଗତକାଲି ଠାରୁ ଆରମ୍ଭ ହୋଇଥିବା ବେଳେ ରାଜ୍ୟରେ ବିପିଏଲ ଓ ବରିଷ୍ଠ ନାଗରିକଙ୍କୁ କରୋନା ଟିକା ବିନାମୁଲ୍ୟରେ ଦେବା ପାଇଁ ପିସିସି ସଭାପତି ନିରଂଜନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି । ଏହା ସହ ଗତକାଲି ହୋଇଥିବା ସଫଳ ଟୀକାକରଣ ପ୍ରକ୍ରିୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ପିସିସି ସଭାପତି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us