ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର। ସେପଟେ ପ୍ରଚାରକୁ ଜୋରଦାର କରିଛନ୍ତି ସମ୍ବଲପୁର ବିଜେଡି ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀ ।

Advertisment
ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର। ସେପଟେ ପ୍ରଚାରକୁ ଜୋରଦାର କରିଛନ୍ତି ସମ୍ବଲପୁର ବିଜେଡି ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀ ।

କନକବ୍ୟୁରୋ :ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର । ମାତ୍ର କେଇ ଘଣ୍ଟା ୨୫ ତାରିଖରେ ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ପଡ଼ିବ ଭୋଟ । ପ୍ରଚାର ବାକି ଥିବା ବେଳେ ସମ୍ବଲପୁରରେ ପ୍ରଚାରକୁ ଜୋରଦାର କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀ । ସମ୍ବଲପୁରରେ ଡୋର ଟୁ ଡୋର କ୍ୟାମ୍ପେନିଂ କରିବା ସହ ଭୋଟରଙ୍କୁ ଭେଟି ଭୋଟ ମାଗିଛନ୍ତି । ନନ୍ଦପଡା, କୁଞ୍ଜେଲପଡା, ଝାଡୁଆପଡାରେ ଘରକୁ ଘର ବୁଲି ରୋହିତ ପୁଜାରୀ ଭୋଟ ଭିକ୍ଷା କରିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe